ବସ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ ; ଜଣେ ଗୁରୁତର
ଜଳେଶ୍ବର (କେନ୍ୟୁଜ): ବସ - ବାଇକମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁସାରେ ବାଲେଶ୍ଵର ଜିଲ୍ଲା ଜଳେଶ୍ଵର-ଚନ୍ଦନେଶ୍ଵର ମୁଖ୍ୟ ରାସ୍ତା…