ITDA ଯନ୍ତ୍ରୀଙ୍କ ଘରେ ଚଢ଼ାଉ, ଏକକାଳୀନ ୯ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ
ଭୁବନେଶ୍ବର: ITDA ଯନ୍ତ୍ରୀଙ୍କ ବିଲଡିଂ ନିଶା । ବାଲିଗୁଡା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ କଟକ ଭିଜିଲାନ୍ସର ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲିଗୁଡ଼ା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ…