Below header
Browsing Tag

banakalagi niti

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଶେଷ, ସନ୍ଧ୍ୟା ୫ଟା ୪୫ରେ ଶ୍ରୀମୁଖ ଶୃଙ୍ଗାର କଲେ ଦତ୍ତ ମହାପାତ୍ର

ପୁରୀ(କେନ୍ୟୁଜ୍): ସରିଲା ମହାପ୍ରଭୁଙ୍କ ବନକଲାଗି । ସବୁ ବାଦ ବିବାଦ ଅଂତ ଘଟି ମହାପ୍ରଭୁଙ୍କ ବନକଲାଗି ନୀତି ସଂପନ୍ନ ହୋଇଛି । ସନ୍ଧ୍ୟା ୫ଟା ୪୫ରୁ ବନକଲାଗି ନୀତି ଆରମ୍ଭ ହୋଇଥିଲା । ବୁଧବାର ଏବଂ ଗୁରୁବାରର ଦ୍ବନ୍ଦ ମଧ୍ୟରେ ଦୀର୍ଘ ଦିନ ହେବ ମହାପ୍ରଭୁଙ୍କ ବନକଲାଗି ନୀତି ହୋଇପାରିନଥିଲା ।…

ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି: ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ କରାଯିବ ନୀତି

ପୁରୀ (କେନ୍ୟୁଜ): ଆଜି ଶ୍ରାବଣ ମଳ କୃଷ୍ଣ ନବମୀ ତିଥି । ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ହେବ । ସନ୍ଧ୍ୟା ପାଖାପାଖି ୬ଟାରୁ ରାତି ୧୧ଟା ଭିତରେ ଏହି ନୀତି ସମ୍ପାଦିତ ହେବ । ଏହି ସମୟରେ ବନ୍ଦ ରହିବ…

ବିବାଦ ପରେ କାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ (କେନ୍ୟୁଜ): ଆସନ୍ତାକାଲି ଶ୍ରାବଣ ମଳ କୃଷ୍ଣ ନବମୀ ତିଥି। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ହେବ । ସନ୍ଧ୍ୟା ପାଖାପାଖି ୬ଟାରୁ ରାତି ୧୧ଟା ଭିତରେ ଏହି ନୀତି ସମ୍ପାଦିକ ହେବ। ଏହି ସମୟରେ ବନ୍ଦ ରହିବ…

ଦୂର ହେଲା ଦ୍ୱନ୍ଦ୍ୱ: ଆସନ୍ତା ବୁଧବାର ହେବ ଶ୍ରୀଜିଉଙ୍କର ବନକଲାଗି ନୀତି

ପୁରୀ (କେନ୍ୟୁଜ): ତୁଟିଲା ବିବାଦ।  ଆସନ୍ତା ବୁଧବାର ଦିନ ହେବ ଶ୍ରୀଜିଉଙ୍କର ବନକଲାଗି ନୀତି । ବୁଧବାର ଓ ଗୁରୁବାରକୁ ନେଇ ପୂର୍ବରୁ ଦ୍ୱନ୍ଦ୍ୱ ଉପୁଜି ଥିଲା । ଗତକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଆଲୋଚନା ପରେ ଦ୍ୱନ୍ଦ୍ୱ ଦୂର କରାଯାଇଛି । ବିଭିନ୍ନ ଶାସ୍ତ୍ରୀୟ ଓ ବୈଦିକ ମତାମତ…

ଆସନ୍ତା ବୁଧବାର ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି, ନିର୍ଦ୍ଦେଶ ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ (କେନ୍ୟୁଜ): ଆଜି ନୁହେଁ, ବୁଧବାର ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦେଶ ଦେଇଥିବା ସୂଚନା ଦେଇଛନ୍ତି ସଞ୍ଜୟ ଦତ୍ତ ମହାପାତ୍ର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଭେଟିଛନ୍ତି ଦତ୍ତ ମାହାପାତ୍ର ସେବାୟତ। ଆଜି ବନକଲାଗି ନୀତି କରିବାକୁ ଦତ୍ତ…

ଆଜି ହେବ ନାହିଁ ବନକଲାଗି ନୀତି ! ଦତ୍ତ ମହାପାତ୍ର ପ୍ରସ୍ତୁତ ଥିବା ବେଳେ ରାଜି ନାହିଁ ଶ୍ରୀମନ୍ଦିର ପ୍ରଶାସନ

ପୁରୀ (କେନ୍ୟୁଜ): ଥମୁନି ମହାପ୍ରଭୁଙ୍କ ବନକଲାଗି ବିବାଦ । ଶ୍ରୀମନ୍ଦିରରେ ଆଜି ମଧ୍ୟ ହେବ ନାହିଁ ବନକ ଲାଗି ନୀତି । ଦତ୍ତ ମହାପାତ୍ର ସେବାୟତ ପ୍ରସ୍ତୁତ ହୋଇଥିଲେ ମଧ୍ୟ ଶ୍ରୀମନ୍ଦିର କମାଣ୍ଡର ମନା କରିଥିଲେ। ଗତକାଲି ବନକ ଲାଗି କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଚିଠି କରିଥିଲା। ତେବେ…

ତୁଟିଲା ବିବାଦ, ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି

ପୁରୀ (କେନ୍ୟୁଜ): ତୁଟିଲା ବିବାଦ। ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ନିଯୋଗ ସହଯୋଗରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏନେଇ ଦତ୍ତମହାପାତ୍ର ନିଯୋଗ ସହ ଆଲୋଚନା କରିଛନ୍ତି ପୁରୀ ଜିଲ୍ଳାପାଳ। ବନକଲାଗି ନୀତି ନେଇ ପରିଚାଳନା କମିଟି ସଦସ୍ୟ ଓ ଦଇତାପତି…

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ (କେନ୍ୟୁଜ): ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ କଟକଣା ରହିବ। ଏହି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ଅପରାହ୍ନରେ ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ…

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ (କେନ୍ୟୁଜ): ଆଜି ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ଆଜି ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ଚୈତ୍ର-ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ…

ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବନକ ଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ବନକଲାଗି ନୀତି। ଫାଲଗୁନ-କୃଷ୍ଣ ତୃତୀୟା ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ଏଥିପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ (କେନ୍ୟୁଜ): ଆଜି ମାଘ-କୃଷ୍ଣ ଚତୁର୍ଥୀ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତ ଅନୁଷ୍ଠିତ ହେବ। ଏଥି ପାଇଁ ଅପରାହ୍ନରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ…