SBI ବ୍ୟାଙ୍କ ଚାକିରି ଅପେକ୍ଷାରେ ଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଡିଟେଲସ୍
SBI ବ୍ୟାଙ୍କରେ ଚାକିରି କରିବାକୁ ଚାହୁଁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର । ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆରେ ୩୫୦୦ ପଦବୀ ଖାଲି ପଡିଛି । ଏହି ନିଯୁକ୍ତି ପ୍ରକ୍ରିୟା ଏପର୍ଯ୍ୟନ୍ତ ଜାରି ରହିଛି । ଅଧିକ ବିବରଣୀ ପାଇଁ ଏହାର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରନ୍ତୁ ।
SBI…