ବାରବାଟୀରେ କ୍ରିକେଟ ଖେଳିବେ ନାମୀଦାମୀ ଭାରତୀୟ ଫିଲ୍ମ ଷ୍ଟାର
କଟକ : ଫେବୃଆରୀ ୧୬ରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ ଲିଗ୍ ରେ ଖେଳିବେ ଷ୍ଟାର, ସୁପର ଷ୍ଟାର । ଆଜି ଭୁବନେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସି ସି ଏଲ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବେଙ୍ଗଲ ସେଲିବ୍ରିଟି କ୍ରିକେଟ ର କଟକ ବାରବାଟୀ ହୋମ ଗ୍ରାଉଣ୍ଡ ହେବ ବୋଲି…