ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ:ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କଟକ: କଟକ ବାବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପତାକା ଉତ୍ତୋଳନ କରି ସମ୍ବୋଧନ କରିଥିଲେ ମୁଖ୍ୟମନ୍ତ୍ରୀ । କହିଥିଲେ, ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି । ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ । ଏହି ଅବସରରେ ରାଜ୍ୟ…