ଦିନକରେ ସରିଗଲା ୧୦ହଜାର ଟିକେଟ୍, ଏବେ ଅପେକ୍ଷା ୯ ତାରିଖକୁ
କଟକ: ଦିନକରେ ସରିଗଲା ୧୦ହଜାର ଟିକେଟ୍ । ଶେଷ ହେଲା ବାରବାଟୀ ଟିକେଟ ବିକ୍ରି । ଏବେ ଅପେକ୍ଷା ୯ ତାରିଖକୁ । ଫଟାଫଟ ମ୍ୟାଚ୍ ଅପେକ୍ଷାରେ ଦର୍ଶକ । ଯିଏ ପାଇଲା ଖୁସ ଆଉ ଯିଏ ନ ପାଇଲା ମନ ଦୁଃଖ କରି ଘରକୁ ଫେରିଲା । ଇଣ୍ଡିଆ ଓ ସାଉଥ ଆଫ୍ରିକା ମଧ୍ୟରେ ଆସନ୍ତା ଡିସେମ୍ବର ୯ ତାରିଖରେ…