ବର୍ଷାଙ୍କ ଉଦ୍ଦେଶ୍ୟରେ ଅନୁଭବଙ୍କ ନୂଆ ଭିଡିଓ… କହିଲେ, ଭଲ ମଣିଷ ହିସାବରେ ଛାଡପତ୍ରକୁ ସ୍ବୀକାର କରନ୍ତୁ
(କେନ୍ୟୁଜ): ଅନୁଭବ-ବର୍ଷା । ଦିନେ ଏମାନଙ୍କ ପ୍ରେମକୁ ନେଇ ସାରା ଓଡିଶାରେ ହେଉଥିଲା ଚର୍ଚ୍ଚା । ଏବେ ଚର୍ଚ୍ଚା ହେଉଛି ଏମାନଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ବିବାଦକୁ ନେଇ । ଏବେ ବର୍ଷା ପ୍ରିୟଦର୍ଶିନୀଙ୍କ ଉଦ୍ଦେଶ୍ୟରେ ସାଂସଦ ତଥା ସ୍ବାମୀ ଅନୁଭବ ମହାନ୍ତି ନୂଆ ଭିଡିଓ ଛାଡିଛନ୍ତି।…