Browsing Tag

Bay of Bengal

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୪୮ ଘଣ୍ଟାରେ ନେବ ଅବପାତର ରୂପ

(କେନ୍ୟୁଜ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଲଘୁଚାପ ଘନୀଭୂତ ହେଉଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଅବପାତର ରୂପ ନେବ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ…

ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ: ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ବାତ୍ୟା

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଆଜି ଡିପ୍ରେସନ୍‌ ନେଇଛି ଡିପ୍‌ ଡିପ୍ରେସନର ରୂପ । ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ବାତ୍ୟା । ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଆଗକୁ ବଢୁଛି ଡିପ୍‌ ଡିପ୍ରେସନ୍‌ ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୮ଓ ୧୯ରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପରୁ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ…