Browsing Tag

Bay of Bengal

ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ଅନ୍ତର୍ଜାତୀୟ ପାଣିପାଗର ପୂର୍ବାନୁମାନ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଉତ୍ତର ପୂର୍ବ ବଙ୍ଗୋପସାଗର କିମ୍ବା ଉତ୍ତର ଆଣ୍ଡାମାନ ସାଗରରେ ଚଳିତ ସପ୍ତାହ ଶେଷ ଆଡକୁ ଲଘୁଚାପ ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ଆକ୍ୟୁ େଓ୍ଵଦର ବିଜ୍ଞାନୀ ଜାସନ୍‌…

ବାତ୍ୟା ‘ମୋକା’ର ରୂପ ନେଲା ଗଭୀର ଅବପାତ,ମଧ୍ୟରାତ୍ରି ସୁଦ୍ଧା ଭୀଷଣ ରୂପ ଧାରଣ କରିବ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମୋକା । ଆଜି ଆହୁରି ଉଗ୍ର ହେବ । ଅଧିକ ଘନୀଭୂତ ହୋଇ ଭୀଷଣ ରୂପ ଧାରଣ କରିବ ବାତ୍ୟା । ଏବେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ସାମୁଦ୍ରିକ ଝଡ଼ । ବାତ୍ୟାର ଗତିପଥ ଜାରି କରିଛି ଆମେରିକା ନୌସେନାର ଜଏଣ୍ଟ ଟାଇଫୁନ୍‌…

ରାତି ସୁଦ୍ଧା ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତ । ରାତି ସୁଦ୍ଧା ନେବ ବାତ୍ୟାର ରୂପ। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟା ମୋଖାରେ ପରିଣତ ହେବ। କ୍ରମଶଃ ଅଧିକ ଘନୀଭୂତ ହୋଇ କାଲି ସକାଳ ସୁଦ୍ଧା ମୋଖା ଭୀଷଣ ବାତ୍ୟାର ରୂପ ନେବ। ଏହା…

ଆଜି ସୃଷ୍ଟି ହେବ ବାତ୍ୟା : ଘଣ୍ଟାପ୍ରତି ୫ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ଡିପ୍ରେସନ୍‌

(କେନ୍ୟୁଜ): ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ବାତ୍ୟା । ଏବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଗକୁ ଆଗକୁ ବଢୁଛି ଅବପାତ । ଘଣ୍ଟାପ୍ରତି ୫ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ଡିପ୍ରେସନ୍‌ । ଏହା ଅଧିକ ଘନୀଭୂତ ହେବ । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ନେବ…

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପରେ ଘନୀଭୂତ ହୋଇ ୯ ତାରିଖରେ ଅବପାତ ରୂପ ନେଇପାରେ । ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡକୁ ଗତି କରିବ । ସେଠାରେ ବାତ୍ୟାରେ ପରିଣତ…

ସୃଷ୍ଟି ହେଉଛି ସାମୁଦ୍ରିକ ଝଡ଼: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ନୂଆଦିଲ୍ଲୀ : ଡିସେମ୍ବରରେ ସୃଷ୍ଟି ହେଉଛି ସାମୁଦ୍ରିକ ଝଡ଼ । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ବଳ ଗୋଟାଇ ଆଗକୁ ବଢୁଛି ସମ୍ଭାବ୍ୟ ସାଇକ୍ଲୋନ୍‌ "ମାଣ୍ଡସ୍‌" । ସାମନାକୁ ଆସିଲା ବାତ୍ୟାର ଗତିପଥ । କେଉଁ ବାଟ ଦେଇ ଯିବ । କେଉଁ ଉପକୂଳ ଦେଇ ଅତିକ୍ରମ କରିବ ମାଣ୍ଡସ୍‌ । ଦକ୍ଷିଣପୂର୍ବ…

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା; ୮ ତାରିଖରେ ଉତ୍ତର ତାମିଲନାଡୁ-ପୁଡୁଚେରୀ ଉପକୂଳ ମୁହାଁ ହେବ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଏନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ଆଣ୍ଡାନ ସାଗରରେ ସୃଷ୍ଟି ଲଘୁଚାପ ଅଧିକ ଘନୀଭୂତ ହେବ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଡିପ୍ରେସନ୍‌ ସୃଷ୍ଟି ହେବ । ଏହାପରେ ଅଧିକ ଘନୀଭୂତ ହେବ ସମ୍ଭାବ୍ୟ ଅବପାତ ।…

ବଙ୍ଗୋପସାଗରେ ଭୂକମ୍ପ ଝଟକା : ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରେକର୍ଡ

ନୂଆଦିଲ୍ଲୀ : ବଙ୍ଗୋପସାଗରରେ ଭୂମିକମ୍ପ । ୫.୧ ତୀବ୍ରତା ଭୂକମ୍ପରେ ଥରିଲା ବାଂଲାଦେଶର ଢାକା । ଆଜି ସକାଳ ୮ଟା ୩୨ ମିନିଟରେ ଢାକା ସହ ବାଲାଂଦେଶର ବିଭିନ୍ନ ସ୍ଥାନରେ ଭୂକମ୍ପ ହୋଇଛି । ଏହାର କେନ୍ଦ୍ର ସ୍ଥଳୀ ଥିଲା ବଙ୍ଗୋପସାଗର । Earthquake of Magnitude:5.1, Occurred on…

ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ ! ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ

(କେନ୍ୟୁଜ): ଆଜି ସୃଷ୍ଟି ହେବ ଲଘୁଚାପ। ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବାବେଳେ ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ ଭାରତ ଉପକୂଳମୁହାଁ ହୋଇପାରେ। ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ୪୮ ଘଣ୍ଟାରେ ନେବ ଅବପାତର ରୂପ

(କେନ୍ୟୁଜ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଲଘୁଚାପ ଘନୀଭୂତ ହେଉଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଅବପାତର ରୂପ ନେବ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ…

ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ: ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ବାତ୍ୟା

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ଆଜି ଡିପ୍ରେସନ୍‌ ନେଇଛି ଡିପ୍‌ ଡିପ୍ରେସନର ରୂପ । ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ବାତ୍ୟା । ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୧୭ କିଲୋମିଟର ବେଗରେ ଆଗକୁ ବଢୁଛି ଡିପ୍‌ ଡିପ୍ରେସନ୍‌ ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୮ଓ ୧୯ରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପରୁ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୦ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ…