ଭୋପାଳ: ଏଣିକି ଭିକ ମାଗିଲେ ଓ ଦେଲେ ହେବ FIR, ସିସିଟିଭି କ୍ୟାମେରାରେ ରଖାଯିବ କଡ଼ା ନଜର
ଭୋପାଳରେ ଏଣିକି ଭିକ ମାଗିଲେ ଏବଂ ଦେଲେ ଉଭୟ ହିଁ ଅପରାଧ ହେବ । ଭିକ ନେଉଥିବା ଏବଂ ଦେଉଥିବା ବ୍ୟକ୍ତିଙ୍କ ଉପରେ ମାମଲା ରୁଜୁ କରାଯିବ । ଏହାକୁ ତଦାରଖ କରିବା ପାଇଁ ଜିଲ୍ଲା ପ୍ରଶାସନ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରାର ସହାୟତା ନେବ ।
ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଭିକ ମାଗିବା…