Browsing Tag

Belpada tehsil section officer

୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବେଲପଡ଼ା ତହସିଲ ସେକ୍ସନ ଅଫିସର

ବଲାଙ୍ଗିର (କେନ୍ୟୁଜ): ୧୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ତହସିଲ ସେକ୍ସନ ଅଫିସର। ବଲାଙ୍ଗିର ବେଲପଡ଼ା ତହସିଲ ସେକ୍ସନ ଅଫିସର ଯୁଗଳ କିଶୋର ରାଉତ ଲାଞ୍ଚ ନେଇ ଧରାପଡିଛନ୍ତି। ଏକ ଜମିଜମା ମାମଲାରେ ଅଭିଯୋଗକାରୀଙ୍କ ସପକ୍ଷରେ ତହସିଲଦାରଙ୍କ ନିର୍ଦ୍ଦେଶ କରାଇ ଦେବାକୁ କହି ନେଉଥିଲେ ଲାଞ୍ଚ।…