Browsing Tag

bhanjanagar murder

ସାମାନ୍ୟ ବଚସାରୁ ନୃଶଂସ କାଣ୍ଡ, ଫାଷ୍ଟଫୁଡ଼ ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା

ଭଞ୍ଜନଗର : ସାମାନ୍ୟ ବଚସାରୁ ନୃଶଂସ କାଣ୍ଡ । ଫାଷ୍ଟଫୁଡ଼ ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା । ଭଞ୍ଜନଗର ଥାନା ଅନ୍ତର୍ଗତ ବାଉଁଶଲୁଣ୍ଡି ଗାଁ ନିକଟରେ ଘଟିଛି ଅଘଟଣ । ମୃତ ବ୍ୟବସାୟୀ ହରେକୃଷ୍ଣ ସ୍ବାଇଁ । ଗତକାଲି ଜଣେ ଯୁବକ ହରେକୃଷ୍ଣଙ୍କ ଦୋକାନକୁ ଆସିଥିବାବେଳେ ମାଡ଼ ମାରି ଲହୁଲୁହାଣ…

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର: ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା । ଯେମିତି କୋକେଇ ଉଠିଲେ ବିଧାନ କରାଯାଏ । ଠିକ ସେମିତି ସମସ୍ତ କର୍ମ କରାଯାଇଛି । ଆଉ ଶବ ପୋତା ଯାଇଥିବା ସ୍ଥାନରେ ରଖାଯାଇଥିଲା ପଥର । ଦର୍ଶକ…

ମାସେ ପୂର୍ବରୁ ଛାତ୍ରୀଙ୍କୁ କରିଥିଲେ ଅପହରଣ, ଏବେ ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ କଙ୍କାଳ

ଗଞ୍ଜାମ: ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ ମଣିଷ କଙ୍କାଳ । ପୂରା ଗାଁରେ ଚହଳ ପଡ଼ି଼ଗଲା । କାହାର ଏ କଙ୍କାଳ? କେବେ ଠାରୁ ଏଠାରେ ପଡ଼ି ରହିଛି ? ଘଞ୍ଚ ଜଙ୍ଗଲ ଭିତରେ କଙ୍କାଳ ପୁଣି ଗଛରେ ଲାଗିଛି ଏକ ଓଢଣୀ ? ଏ କଥା ଶୁଣିଲା ବେଳକୁ ହିଁ ଛାତି ଥରି ଉଠୁଛି । ଏଭଳି ଏକ ଖବର ଏବେ ସମଗ୍ର…

ସମ୍ପର୍କରେ ଲାଗିଲା ରକ୍ତ ଛିଟା, ବଡ଼ ଭାଇର ଖଣ୍ଡା ଚୋଟରେ ସାନଭାଇର ମୃତ୍ୟୁ

ଭଞ୍ଜନଗର (କେନ୍ୟୁଜ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଆନ୍ତର୍ଗତ ଅଢେଇବର ଗାଁରେ ଘଟିଛି ହତ୍ୟାକାଣ୍ଡ । ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି। ବଡ଼ଭାଇର ଖଣ୍ଡା ଚୋଟରେ ସାନଭାଇର ମୃତ୍ୟୁ ଘଟିଛି। ବିଚ୍ ରାସ୍ତାରେ ସାନଭାଇକୁ ଖଣ୍ଡାରେ ହାଣି ବଡଭାଇ ହତ୍ୟା କରିଛି। ଏନେ …

ମିଟର ରିଡିଂ ନେବାକୁ ଯାଇଥିବା ବେଳେ ଯୁବକକୁ ହତ୍ୟା

ଭଂଜନଗର : ଗାଁ ଦାଣ୍ଡରେ ଯୁବକକୁ ନୃଶଂସ ହତ୍ୟା । ଗାଲେରୀ ଫାଣ୍ଡି ଅନ୍ତର୍ଗତ କୁପାଟୀ ଗାଁରେ ଘଟିଯାଇଛି ଏପରି ଅଭାବନୀୟ ଘଟଣା। ମୃତକ ଜଣକ ମିଟର ରିଡିଂ କାମ କରୁଥିଲେ । ମିଟର ରିଡିଂ ନେବାକୁ ଯାଇଥିବା ବେଳେ, ଗାଁର ଜଣେ ବ୍ୟକ୍ତି ଉତ୍ୟକ୍ତ ହୋଇ ଧାରୁଆ ଅସ୍ତ୍ରରେ ହାଣିଥିବା ସୂଚନା । ଘଟଣା…