ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ
ଭଞ୍ଜନଗର (କେନ୍ୟୁଜ): ପୁଣି ଏକ ଦନ୍ତାହାତୀର ମୃତ୍ୟୁ । ଗଂଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ତାରାସିଙ୍ଗି ବନାଞ୍ଚଳ ଅନ୍ତର୍ଗତ ମାଣପୁର ଗାଁ ନିକଟରେ ଦେଖିବାକୁ ମିଳିଛି ଏଭଳି ଘଟଣା । ହାତୀଟିର କେଉଁ ପରିସ୍ଥିତିରେ ମୃତ୍ୟୁ ହୋଇଛି ତାହା ବର୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ନାହିଁ।…