Browsing Tag

Bhartruhari Mahtab

ଖୁବଶୀଘ୍ର କଟକରେ ହୋଇପାରେ ବିମାନବନ୍ଦର : ସାଂସଦ ଭର୍ତ୍ତୃହରି ମହତାବ

କଟକ: କଟକବାସୀଙ୍କ ପାଇଁ ଖୁସି ଖବର । ଏହି ସିଲଭର ସହର ଖୁବ୍ ଶୀଘ୍ର ନିଜସ୍ୱ ଏକ ବିମାନବନ୍ଦର  ତିଆରି ହୋଇପାରେ । ଏନେଇ  କଟକର ସାଂସଦ ଭତୃହରି ମହତାବ ଏକ ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ କହିଥିଲେ। ଖବର ଅନୁସାରେ ସାଂସଦ କହିଛନ୍ତି କଟକରେ ଏକ ବିମାନବନ୍ଦର ଆରମ୍ଭ କରିବା ଆବଶ୍ୟକତା…

ଲୋକସଭା କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ, ଆରମ୍ଭ ହେବ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ

ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବିଜେପି ସାଂସଦ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁ ତାଙ୍କୁ ଶପଥ କରାଇଛନ୍ତି । କାମଚଳା ବାଚସ୍ପତି ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ନବନିର୍ବାଚିତ…

କାମଚଳା ବାଚସ୍ପତି ହେଲେ ଭର୍ତ୍ତୃହରି ମହତାବ

କାମଚଳା ବାଚସ୍ପତି ହେଲେ ଭର୍ତ୍ତୃହରି । କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସମ୍ବିଧାନରେ ଧାରା ୯୫(୧) ଅନୁଯାୟୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି । ବାଚସ୍ପତି ନିଯୁକ୍ତ ହେବା ପର୍ଯ୍ୟନ୍ତ ଭର୍ତ୍ତୃହରି କାମଚଳା ବାଚସ୍ପତି ଦାୟିତ୍ୱ…

ଓଡ଼ିଶାକୁ ମିଳିପାରେ ନୂଆ ବାଚସ୍ପତି, ସାଂସଦ ଭର୍ତ୍ତୃହରି ମହତାବ ହୋଇପାରନ୍ତି ଲୋକସଭା ସ୍ପିକର

କଟକ (କେନ୍ୟୁଜ): ଓଡ଼ିଶାକୁ ମିଳିପାରେ ବାଚସ୍ପତି ପଦବୀ । କଟକ ସାଂସଦ ଭର୍ତ୍ତୃହରି ମହତାବ ହୋଇପାରନ୍ତି ଲୋକସଭା ସ୍ପିକର । ଦେଶର ଜଣେ ଅଭିଜ୍ଞ, ବରିଷ୍ଠ ସାଂସଦ ହେଉଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ଏଥର ଲୋକସଭାରେ ସେ ବାଚସ୍ପତି ହେବା ସମ୍ଭାବନା ଅଧିକ। ପୂର୍ବରୁ ଏକାଧିକବାର…