ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା, ଶେଷ ହେବ ତିନି ରଥର ଚକ ଅଖ ଡେରା ନୀତି
ପୁରୀ (କେନ୍ୟୁଜ): ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ଶ୍ରୀକ୍ଷେତ୍ରରେ ସମ୍ପୂର୍ଣ୍ଣ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ…