Browsing Tag

bhima bhoi medical

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି କରାଯାଇଛି । ତୁରେକେଲା ଥାନା ଢୋଲମାନ୍ଦଲ ଗାଁର ମଗଶିର ପରାଭୋଇ ଓ ତାଙ୍କ ସ୍ତ୍ରୀ ମୁରିବାହାଲ ଥାନା କୁମ୍ଭାରୀ ଗାଁକୁ ନିଜ…