Browsing Tag

bhitarkanika national park

ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା: ମ୍ୟାନ୍‌ଗ୍ରୁଭ୍‌ ନର୍ସରୀରେ ଦେଖିବେ, ମ୍ୟୁଜିୟମ୍‌ର ମଜା ନେବା

ରାଜନଗର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଏବେ ନୂଆ ରୂପରେ ସଜେଇ ହୋଇଛି ଭିତରକନିକା । ପର୍ଯ୍ୟଟକମାନେ ଭିତରକନିକାରେ ଲୁଣା ଜାତୀୟ ଗଛଗୁଡ଼ିକର ଚାରାକୁ ମ୍ୟାନ୍‌ଗ୍ରୁଭ୍‌ ନର୍ସରୀରେ ଦେଖିବାର ସୁଯୋଗ ପାଇବେ ।…

ମେ’୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ମେ’ ୧ରୁ ବନ୍ଦ ରହିବ ଭିତରକନିକା । ଦୀର୍ଘ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ପ୍ରଜନନ ପାଇଁ ବଉଳା କୁମ୍ଭୀର ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ଆଶଙ୍କା ଥିବାରୁ ବନବିଭାଗ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କୁ…

ଭିତରକନିକାରେ କୁମ୍ଭୀର ଗଣନା ଆରମ୍ଭ, ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍

ରାଜନଗର : ଆଜିଠୁ ଭିତରକନିକାରେରେ କୁମ୍ଭୀର ଗଣନା ଆରମ୍ଭ । ଜାନୁଆରୀ ୧୯,୨୦ ଓ ୨୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା ହେବ । କୁମ୍ଭୀର ଗଣନା ପାଇଁ ନିୟୋଜିତ ହୋଇଛନ୍ତି ୨୨ଟି ଟିମ୍ । କୁମ୍ଭୀର ବିଶାରଦ ଡଃ ସୁଧାକର କରଙ୍କ ନେତୃତ୍ବରେ ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା ଓ…

ବାତ୍ୟା ‘ଦାନା’ ପାଇଁ ବନ୍ଦ ରହିବ ଭିତରକନିକା, ସନ୍ଧ୍ୟା ସୁଦ୍ଧା ପର୍ଯ୍ୟଟକଙ୍କୁ ଚାଲିଯିବାକୁ ନିର୍ଦ୍ଦେଶ

ରାଜନଗର: ବାତ୍ୟା ଦାନା ପାଇଁ ବିଶ୍ୱ ପ୍ରସିଦ୍ଧ ଭିତରକନିକା ବନ୍ଦ । ୨୩, ୨୪ ଓ ୨୫ ତାରିଖ ୩ ଦିନ ଧରି ଭିତରକନିକା ବନ୍ଦ ରହିବ। ରାତ୍ରି ଜାପନ ପାଇଁ ପର୍ଯ୍ୟଟକ କରିଥିବା ସମସ୍ତ ବୁକିଂକୁ ବାତିଲ୍ କରାଯାଇଥିବା ବେଳେ ରାତ୍ରୀ ଯାପନ କରିଥିବା ପର୍ଯ୍ୟଟକମାନଙ୍କୁ ଆଜି ସୁଦ୍ଧା ଭିତରକନିକା…

ଆଜିଠୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ, ୧୩ ପର୍ଯ୍ୟନ୍ତ ଚାଲିବ ଗଣନା କାର୍ଯ୍ୟ

ରାଜନଗର : ଆଜଠୁ ଭିତରକନିକା ଜାତୀୟ ଉଦ୍ୟାନରେ ପକ୍ଷୀ ଗଣନା । ପ୍ରତିବର୍ଷ ପରି ଚଳିତ ବର୍ଷ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣନା କାର୍ଯ୍ୟ । ସକାଳ ୬ଟାରୁ ୯ ଟା ଯାଏ ଗଣନା କରିବେ ୪ଟି ଟିମ୍ । ପ୍ରତି ଟିମରେ ୫ ଜଣ ଲେଖାଏଁ ବନ କର୍ମଚାରୀ ନିୟୋଜିତ…

୯ରୁ ଭିତରକନିକାରେ ଆରମ୍ଭ ହେବ ଦେଶୀୟ ପକ୍ଷୀ ଗଣନା

ରାଜନଗର : ୯ ତାରିଖରୁ ଆରମ୍ଭ ହେବ ଭିତରକନିକା ଜାତୀୟ ଉଦ୍ୟାନରେ ପକ୍ଷୀ ଗଣନା ।  ପ୍ରତିବର୍ଷ ପରି ଚଳିତ ବର୍ଷ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହେବ ।  ୯ ତାରିଖ ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣନା କାର୍ଯ୍ୟ । ୫ ଦିନ ଧରି ଏହି ପକ୍ଷୀ ଗଣନା ଚାଲିବ । କନିକା ରେଞ୍ଜ ମଠଆଡିଆ,…

ପର୍ଯ୍ୟଟକଙ୍କ ଆଜିଠୁ ଖୋଲିଲା ଭିତରକନିକା, ୩ ମାସ ଧରି ବନ୍ଦ ରହିଥିଲା

ରାଜନଗର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ଖୋଲିଲା ଭିତରକନିକା । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ମାସ ପରେ ଭିତରକନିକା ଖୋଲିଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ବନ ବିଭାଗ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କରାଯାଇଛି ।…

କୁମ୍ଭୀର ପ୍ରଜନନ ସମୟ, ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

ରାଜନଗର (କେନ୍ୟୁଜ): ଆଜିଠୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ଧରି ବନ୍ଦ ରହିବ ଜାତୀୟ ଉଦ୍ୟାନ। ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକ ମାନଙ୍କୁ ଆକ୍ରମଣ କରିବାର ସଂଭାବନା ଥିବାରୁ…

ଆଜିଠୁ ଭିତରକନିକା ବନ୍ଦ, ଆରମ୍ଭ ହେବ ବଉଳା କୁମ୍ଭୀର ଓ ପକ୍ଷୀ ଗଣନା

ରାଜନଗର (କେନ୍ୟୁଜ): ଆଜିଠୁ ଭିତରକନିକା ବନ୍ଦ। ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆଜିଠୁ ବନ୍ଦ ରହିବ ଭିତରକନିକା। ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଅଭୟାରଣ୍ୟ। ଭିତରକନିକାରେ କେତେ ଅଛନ୍ତି କୁମ୍ଭୀର ୫ଟି ରେଞ୍ଜର ୪ଟି ଯାଗାରେ ଗଣନା କାର୍ଯ୍ୟ ଚାଲିବ।…

ଆରମ୍ଭ ହୋଇଛି କୁମ୍ଭୀର ମାନଙ୍କର ପ୍ରଜନନ ଋତୁ : ଆଜିଠୁ ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଉଦ୍ୟାନ

ରାଜନଗର (କେନ୍ୟୁଜ): ଆଜି ଠାରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ। ପର୍ଯ୍ୟଟକ ମାନଙ୍କ ପାଇଁ ୩ମାସ ବନ୍ଦ ରହିବ ଭିତରକନିକା । ମେ ୧ ତାରିଖ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୀର୍ଘ ୩ ମାସ ବନ୍ଦ ରହିବ ଭିତରକନିକା । କୁମ୍ଭୀର ପ୍ରଜନନ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଉଦ୍ୟାନରେ…