Browsing Tag

Bhubaneswa

ଲୁଟେରାଙ୍କ ଟାର୍ଗେଟରେ ବ୍ୟବସାୟିକ ପ୍ରତିଷ୍ଠାନ, ଆଜବେଷ୍ଟସ କଣା କରି ବୋହିନେଲେ ୧୨ଲକ୍ଷର ମୋବାଇଲ୍

ଭୁବନେଶ୍ୱର : ଲୁଟେରାଙ୍କ ଟାର୍ଗେଟରେ ବ୍ୟବସାୟିକ ପ୍ରତିଷ୍ଠାନ । ଆଜବେଷ୍ଟସ କଣା କରି ବୋହିନେଲେ ୧୨ଲକ୍ଷ ଟଙ୍କାର ମୋବାଇଲ୍ । ରାଜଧାନୀରେ ଏକ ମୋବାଇଲ ଦୋକାନରୁ ହୋଇଛି ଏହି ବଡ଼ ଧରଣର ଡକାୟତି । ମଞ୍ଚେଶ୍ୱର ଥାନା ଇଞ୍ଜଣା ଅଞ୍ଚଳରେ ଥିବା ଏକ ମୋବାଇଲ୍ ଦୋକାନରେ କଳାକନା ବୁଲାଇଛନ୍ତି…

ପୋଲିସ SI ନିଯୁକ୍ତି ଘୋଟାଲା ଲିଙ୍କ୍; ‘ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍

ଭୁବନେଶ୍ୱର : ପୋଲିସ ଏସ ଆଇ ଚାକିରି ଦୁର୍ନିତି ମାମଲା । ବଣିକ କୋଚିଂ ସେଣ୍ଟର ସହ ଲିଙ୍କ୍ ଥିହା ସନ୍ଦେହରେ ଗତକାଲି ଉକ୍ତ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ କରିଥିଲା । ରେଡ ପରେ ‘ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍ ଜାରି ହୋଇଛି । HR ମ୍ୟାନେଜର୍, ଆଡମିନ୍‌ ମ୍ୟାନେଜର ଓ ଆକାଉଣ୍ଟ…

ଚାଲିପାରୁନି ବିଧାନସଭା, ବିରୋଧୀଙ୍କୁ ଆଲୋଚନା ପାଇଁ ଆହ୍ବାନ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ଚାଲିପାରୁନି ବିଧାନସଭା । ବିରୋଧୀଙ୍କ ପ୍ରବଳ ହଟ୍ଟଗାଳ ।  ବାରମ୍ବାର ଗୃହ ମୁଲତବୀ ।  ବିଧାନସଭା ଅଚଳାବସ୍ଥା ନେଇ ବିରୋଧୀଙ୍କୁ ଦାୟୀ କଲା ବିଜେପି ।  ବିରୋଧୀଙ୍କ ହୋହଲ୍ଲା ଯୋଗୁ ବିଧାନସଭା ଚାଲିପାରୁନି ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ବିରୋଧୀ ଲକ୍ଷ୍ମଣ ରେଖା…

ସିଆରପିଏଫ୍ ଯବାନଙ୍କୁ ଚୁନା, ଆପାର୍ଟମେଣ୍ଟ ଦେବା ନାଁରେ ଠକି ନେଲେ ୨୮ଲକ୍ଷ

ଭୁବନେଶ୍ୱର : ସିଆରପିଏଫ୍ ଯବାନଙ୍କୁ ଚୁନା । ଆପାର୍ଟମେଣ୍ଟ ଦେବା ନାଁରେ ଠକି ନେଇଗଲେ ୨୮ଲକ୍ଷ ଟଙ୍କା । ଠକେଇର ଶୀକାର ହୋଇଛନ୍ତି ଯବାନ ଉମାକାନ୍ତ ପାଣିଗ୍ରାହୀ । ଏନେଇ ଉମାକାନ୍ତ ଖାରବେଳନଗର ଥାନାରେ ଅଭିଯୋଗ କରିବା ପରେ ଠକ ନରୋତ୍ତମ ମହାନ୍ତିଙ୍କୁ ଅଟକ ରଖିଛି ପୋଲିସ । ତା ଘର ସୋର…

ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ ଦେବେନ୍ଦ୍ରଙ୍କୁ ଦେବେ…

ଭୁବନେଶ୍ୱର : ଓଡିଶାରେ ପହଞ୍ଚିଲେ ହରିୟାଣା ମୁଖ୍ୟମନ୍ତ୍ରୀ । ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତଃ  ଦେବେନ୍ଦ୍ରଙ୍କୁ ଦେବେ ଶ୍ରଦ୍ଧାଞ୍ଜଳି । ଏହାପରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱର ବାସଭବନରେ…

ମାର୍ଚ୍ଚ ୩୦ରୁ ଭୁବନେଶ୍ୱରରୁ ଗାଜିଆବାଦ ଏବଂ ପୋର୍ଟ ବ୍ଲେୟାରକୁ ଉଡ଼ିବ ବିମାନ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଖୁବ୍ ଶୀଘ୍ର ଉତ୍ତର ପ୍ରଦେଶର ଗାଜିଆବାଦ ଓ ଆଣ୍ଡାମାନ ଏବଂ ନିକୋବରର ପୋର୍ଟ ବ୍ଲେୟାର ଭଳି ଦୁଇଟି ରୁଟକୁ ବିମାନ ଯୋଗେ ସଂଯୋଗ ହେବ । ଓଡିଶା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବୁଧବାର ଦିନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ…

ଭକ୍ତି ନାଁରେ ବାଳକକୁ କଳକୀ ଅବତାର କହି ପୂଜାର୍ଚ୍ଚନା ଘଟଣା, ଆଶ୍ରମ ପରିସରରେ ପୋଲିସର ଛାନଭିନ୍

ଭୁବନେଶ୍ୱର : ବୈକୁଣ୍ଠ ଧାମ ସେବାଶ୍ରମକୁ ନେଇ ଘନେଇଲା ବିବାଦ । ଭରତପୁର ଥାନାରେ ସମାଜସେବୀ ମହାସଂଘ ପକ୍ଷରୁ ମାମଲା ରୁଜୁ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ଆଶ୍ରମ ପରିସରକୁ ଯାଇ ଛାନଭିନ୍ କରିବା ସହ ଅନ୍ତେବାସୀଙ୍କୁ ପଚରାଉଚରା କରିଛି । ଏଥିସହ ଆଶ୍ରମ ଅଧ୍ୟକ୍ଷ ପାଣ୍ଡବ ପରିଡ଼ାଙ୍କୁ ଜୋନ୍…