Browsing Tag

bhubaneswar corona cases

ଆଜି ଭୁବନେଶ୍ବରରୁ ଆଉ ୩୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଭୁବନେଶ୍ୱରରେ ଆଉ ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ସଙ୍ଗରୋଧରୁ ୧୪ ଓ ସ୍ଥାନୀୟ ଅଞ୍ଚଳରୁ ୧୮ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ୫୫୭ରେ ପହଁଚିଛି ।…

ଭୁବନେଶ୍ବରରେ ୨୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ କ୍ୱାରେଣ୍ଟିନରୁ ୨୦ଜଣ ଥିବାବେଳେ ଅନ୍ୟ ୪ଜଣ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ଯା ୩୬୯ରେ ପହଁଚିଛି । ଏମାନଙ୍କ ଭିତରୁ ୨୧୬ଜଣ ସୁସ୍ଥ ହୋଇ…

ଭୁବନେଶ୍ବରରୁ ୧୩ ପଜିଟିଭ୍ ଚିହ୍ନଟ, ୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ଭୁବନେଶ୍ବରରୁ ପୁଣି ୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ହୋମ୍ କ୍ବାରେଣ୍ଟାଇନରୁ ୮ଜଣ ଏବଂ ଲୋକାଲ୍ କେସରୁ ୫ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ୩୪୫ରେ ପହଁଚିଛି । ସୂଚନା ଅନୁଯାୟୀ ଏହି ୧୩ ପଜିଟିଭଙ୍କ…

ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ । ଏହି ପଜିଟିଭଙ୍କ ଭିତରୁ ହୋମ୍ କ୍ୱାରେଣ୍ଟାଇନରୁ ୪ ଓ ଲୋକାଲ କେସ ୮ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହାକୁ ମିଶାଇ ଭୁବନେଶ୍ବରରେ ସମୁଦାୟ ୩୩୨ କରୋନା ପଜିଟିଭ୍ ଚିହ୍ନଟ…

ଭୁବନେଶ୍ବରରୁ ୬ ଜଣ ଓ କଟକରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଭୁବନେଶ୍ବରରୁ ୬ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ଭିତରୁ  ଜଣେ ହୋମ୍ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ଅନ୍ୟ ୫ ଜଣ ଲୋକାଲ୍ କେସ୍ ହୋଇଥିବା ନେଇ  ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ଭୁବନେଶ୍ବରରୁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୦କୁ ବୃଦ୍ଧି ପାଇଛି…