Browsing Tag

Bhubaneswar special court

ବଢ଼ିଲା ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ: ଭୁବନେଶ୍ବର ସ୍ବତନ୍ତ୍ର ଅଦାଲତରେ ହେଲା ଚାର୍ଜଫ୍ରେମ

ଭୁବନେଶ୍ବର (କେନ୍ୟୁଜ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପାଇଁ ବଢ଼ିଲା ଅଡ଼ୁଆ । ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଭୁବନେଶ୍ବର JMFC କୋର୍ଟରେ ଚାର୍ଜଫ୍ରେମ ହୋଇଛି । ପ୍ରଦୀପ ପାଣିଗ୍ରାହୀଙ୍କ ସମେତ ପୂର୍ବତନ ଅତିରିକ୍ତ ପିସିସିଏଫ୍ ଅଭୟ ପାଠକଙ୍କ ପୁଅ ଆକାଶ…