ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନଙ୍କ ଟିମ୍
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ରାଜ୍ୟ ମହିଳା କମିଶନ । ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନଙ୍କ ଟିମ୍ । ପଶ୍ଚିମବଙ୍ଗ ମହିଳା କମିଶନ ଅଧ୍ୟକ୍ଷାଙ୍କ ସହ ଯୋଗାଯୋଗ କରୁଛୁ । ଘଟଣାର ୩୬ ଘଣ୍ଟା ପରେ…