ଭୁବନେଶ୍ବରରେ ବିଜେପିର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ, ବାଛିବେ ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ୨ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ । ବିଜେପିର କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ପହଞ୍ଚିଛନ୍ତି । ବିଜେପି ବିଧାୟକ ଏବଂ ନେତାଙ୍କ ସହ ଆଲୋଚନା କରିବେ। ଉଭୟ ବିଜେପି ବିଧାୟକ ଦଳ ବୈଠକରେ ଉପସ୍ଥିତ ରହିବେ। ବୈଠକ ପରେ…