ଚତୁର୍ଥ ଦିନରେ ଡ୍ରାଇଭରଙ୍କ ଆନ୍ଦୋଳନ: ଓହରିବା ପାଇଁ ଏକ୍ସରେ ପୋଷ୍ଟରେ ନିବେଦନ କଲେ ପରିବହନ ମନ୍ତ୍ରୀ
ଭୁବନେଶ୍ୱର : ଡ୍ରାଇଭରଙ୍କୁ ଆନ୍ଦୋଳନରୁ ଓହରିବା ପାଇଁ ନିବେଦନ କଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ସେ ଏକ୍ସରେ ପୋଷ୍ଟ କରି କହିଛନ୍ତି, ‘‘ଆନ୍ଦୋଳନ କରୁଥିବା ଡ୍ରାଇଭର ମହାସଂଘର ସମସ୍ତ ଦାବିକୁ ଡ୍ରାଇଭରଙ୍କ ହିତରେ ଥିବା ସରକାର ଶୁଣି ଓ କାର୍ଯ୍ୟକାରୀ କରି ବା ପାଇଁ ଆଲୋଚନା…