ଚାକିରି ନାଁରେ ଠକେଇ, ଘଟଣାରେ ଜଣେ ଗିରଫ
ସୁନ୍ଦରଗଡ଼: ଭାଇରାଲ ହେଉଥିଲା ଚାକିରି ବିଜ୍ଞାପନ । ବିଜ୍ଞାପନରେ ଥିଲା ଆକର୍ଷଣୀୟ ଅଫର । ଯୁବପିଢ଼ିଙ୍କୁ କରାଯାଉଥିଲା ଶିକାର। କିନ୍ତୁ ଘଟଣାର ପର୍ଦ୍ଦାଫାସ୍ କଲା ପୋଲିସ । ଠକର ମହା ଠକାମି । ଟଙ୍କା ପାଇଁ ଚାକିରି ଆଶାୟୀଙ୍କୁ ଟାର୍ଗେଟ କରୁଥିଲା ଠକ । ଚାକିରି ବିଜ୍ଞାପନ ଟିଏ ପ୍ରସ୍ତୁତ କରି…