ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ, ସଂସଦର ବଜେଟ ଅଧିବେଶନ ପାଇଁ ପ୍ରସ୍ତୁତ ହେବ ରଣନୀତି
ଭୁବନେଶ୍ୱର : ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ । ସଂସଦର ବଜେଟ ଅଧିବେଶନ ପୂର୍ବରୁ ବୈଠକରେ ବଜେଟ ଅଧିବେଶନ ପାଇଁ ଦଳ ପ୍ରସ୍ତୁତ କରିବ ରଣନୀତି । ବୈଠକରେ ଅଧ୍ୟକ୍ଷତା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ବୈଠକରେ ମୁଖ୍ୟତଃ ଏକକ ନିର୍ବାଚନ ବିଲ, ୱାକଫ ଆମେଣ୍ଡମେଣ୍ଟ ବିଲ, ରାଜ୍ୟକୁ…