Below header
Browsing Tag

biju patnaik

ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ବୀରପୁତ୍ର ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ(କେନ୍ୟୁଜ୍‌): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଶ୍ଵ ପ୍ରସିଦ୍ଧ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ସୁଦର୍ଶନ ଏହି ବାଲୁକା କଳାରେ ପୂର୍ବତନ ମୁଖ୍ୟମନ୍ତ୍ରୀ…

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ, ଟଲ୍ ମ୍ୟାନଙ୍କୁ ମନେ ପକାଉଛି ସାରା ଓଡ଼ିଶା

ଭୁବନେଶ୍ୱର(କେନ୍ୟୁଜ୍‌): ମନେ ପଡ଼ନ୍ତି ବିଜୁ ବାବୁ । ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ । ଟଲ୍ ମ୍ୟାନଙ୍କୁ ମନେ ପକାଉଛି ସାରା ଓଡ଼ିଶା । ଏହି ଦିନକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରାଯାଉଛି । ରାଜ୍ୟର ବିଭିନ୍ନ ସ୍ଥାନରେ ବହୁ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି ।…

ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ

ଭୁବନେଶ୍ୱର (କେନ୍ୟୁଜ୍‌) : ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ ୧୭ ତାରିଖ ୮୧ ବର୍ଷର ଜୀବନ। ସମଗ୍ର ଜୀବନରେ ତାଙ୍କର ପ୍ରତିଟି ମୁହୂର୍ତ୍ତ…

କିସରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଅନାବରଣ : ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ଅବସରରେ କିସ୍‍ ପରିସରରେ ସ୍ଥାପିତ ସ୍ୱର୍ଗତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି। କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରତିମୂର୍ତ୍ତିକୁ ଅନାବରଣ କରି ସ୍ୱର୍ଗତ ବିଜୁବାବୁଙ୍କ ପ୍ରତି…

ବିଜୁବାବୁଙ୍କ ତୈଳଚିତ୍ର ଓଡ଼ିଶା ବିଧାନସଭାକୁ ପ୍ରଦାନ, ଗ୍ରହଣ କଲେ ବାଚସ୍ପତି

ଭୁବନେଶ୍ୱର : ‘ଓଡ଼ିଶା ଲାଇଭ୍’ ପକ୍ଷରୁ ପ୍ରସ୍ତୁତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଲୋକପ୍ରିୟ ଜନନେତା ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ବିଭିନ୍ନ ତୈଳଚିତ୍ର ବିଧାନସଭାକୁ ପ୍ରଦାନ କରାଯାଇଛି। ବିଜୁବାବୁଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ପ୍ରସ୍ତୁତ ଏହି ତୈଳଚିତ୍ରଗୁଡ଼ିକର ସ୍ଥାୟୀ ସଂରକ୍ଷଣ ଏବଂ…