Browsing Tag

biju pattanaik

ଦ ଟଲ୍ ମ୍ୟାନ ବିଜୁ ବାବୁଙ୍କର ଆଜି ୨୮ ତମ ଶ୍ରାଦ୍ଧ ବାର୍ଷିକୀ, ଓଡିଆଙ୍କ ମାଟି ପାଇଁ ଥିଲେ ’ଝଡ଼ର ଇଗଲ’

ଓଡିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ ।  ଓଡିଆଙ୍କ ଗର୍ବ ଏବଂ ଗୌରବ । ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି ।  ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ,…

ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ବାବୁ ଓଡ଼ିଶାର ବରପୁତ୍ର ।  ଆଧୁନିକ ଓଡ଼ିଶାର ନିର୍ମାତା ।  ଓଡ଼ିଶାକୁ ପୁନର୍ଗଠନ କରିବା ସହ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଇ ଆଗକୁ ନେଇଥିଲେ ।  ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ।  ବିଜୁ ବାବୁ ଯେଉଁ ଆଧୁନିକ ଓଡ଼ିଶାର ସ୍ବପ୍ନ ଦେଖିଥିଲେ, ତାଙ୍କ ସ୍ବପ୍ନକୁ…

ବିଜୁ ଜୟନ୍ତୀ ପୂର୍ବରୁ ଅଘଟଣ, ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ସାଲେପୁର : ବିଜୁ ଜୟନ୍ତୀ ପୂର୍ବରୁ ଅଘଟଣ । ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ । ଭଦ୍ରେଶ୍ବର ଥାନା ଅଧିନସ୍ଥ ଉମର ଗାଁ ହନୁମାନ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ଦେଇଛନ୍ତି । ଏହାକୁ ନେଇ ଗ୍ରାମବାସୀ ତୀବ୍ର…

‘କିସ୍’ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନସେସ୍ ‘କିସ୍’ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ କିସ୍ ରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦିଆ ଯାଇଥିଲା। କାର୍ଯ୍ୟକ୍ରମରେ କିସ୍ ବିଶ୍ୱବିଦ୍ୟାଳୟ…

ଆଜି ବରଗଡ଼ ସହ ନୂଆପଡ଼ା ଓ କଳାହାଣ୍ଡି ଗସ୍ତ କରିବେ ନବୀନ, ୧୮ କିଲୋମିଟର ଲମ୍ବର ଦୀର୍ଘ ରୋଡ ସୋରେ ସାମିଲ ହେବେ

କେନ୍ୟୁଜ୍(ବ୍ୟୁରୋ): ବିଜୁ ଜୟନ୍ତୀରେ ଆଜି ପଶ୍ଚିମ ଓଡ଼ିଶାର ୩ ଜିଲ୍ଲା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାରାଥନ କାର୍ଯ୍ୟକ୍ରମରେ ଏକାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ନ୍ୟାସ କରିବେ । ଆଜି ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଗସ୍ତ କରିବେ ନବୀନ । ୧୮ କିଲୋମିଟର ଲମ୍ବର ଦୀର୍ଘ ରୋଡ ସୋରେ…