‘କିସ୍’ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନସେସ୍ ‘କିସ୍’ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ କିସ୍ ରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦିଆ ଯାଇଥିଲା। କାର୍ଯ୍ୟକ୍ରମରେ କିସ୍ ବିଶ୍ୱବିଦ୍ୟାଳୟ…