ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ । 314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି ଯୋଜନା I ଗାଡିକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ I ସରକାରୀ ଯୋଜନା ଲୋକଙ୍କ ପାଖରେ ପହଂଚାଇବା ସହ ସଚେତନତା ସୃଷ୍ଟି କରିବ ଏହି ବିକାଶ ବାହନ I…