ବିକଟାଳ ଶବ୍ଦ କରୁଥିବା ଗାଡି ଚାଳକଙ୍କ ଉପରେ ଆକ୍ସନ, ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ
ଭୁବନେଶ୍ୱର : ରୋଡ଼ ରୋମିଓଙ୍କ ଉପରେ ପୋଲିସର ଆକ୍ସନ। ଏଥର ଫାଇନ ନୁହେଁ, ସିଧା କୋର୍ଟରୁ ହେବାକୁ ପଡ଼ିବ ବେଲ । ମଡିଫାଏଡ଼ ସାଇଲେନ୍ସର ଗୁଡିକୁ ଖୋଲିଲା ପୋଲିସ । ସ୍ପୀଡ଼ ଡ୍ରାଇଭିଂ, ରଙ୍ଗ ଡ୍ରାଇଭ, ଟ୍ରିପଲ ରାଇଡିଂ, ପଲ୍ୟୁସନ, ହେଲମେଟ ନିୟମ ମାନୁନଥିବା ଟ୍ରାଫିକ ଖିଲାପକାରୀଙ୍କ ବିରୋଧରେ…