ବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର
ଘଟଗାଁ (କେନ୍ୟୁଜ): ବସକୁ ଧକ୍କା ଦେଲା ବାଇକ। ଜଣେ ମୃତ୍ୟୁ ଜଣେ ଗୁରୁତର। କେନ୍ଦୁଝର ଜିଲ୍ଲା ପାଟଣା ଥାନା ପରମେଶ୍ୱର ମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି। ସଂଗ୍ରାମ ନାମକ ଏକ ବସ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ବାଇକ ଆରୋହୀ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଗୁରୁତର…