ଟ୍ରକ ପଛପଟେ ପିଟି ହୋଇଗଲା ବାଇକ୍, ୨ ମୃତ
ବରଗଡ଼ : ଟ୍ରକ ପଛପଟେ ପିଟି ହୋଇଗଲା ବାଇକ୍ । ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼ ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି । ମୃତକ ଦୁଇ ଜଣ ସମ୍ବଲପୁର ଡୁଙ୍ଗୁରିପଡାର ସୌମ୍ୟ ରଞ୍ଜନ ଖମାରୀ ଏବଂ ସଦର ଥାନା ଅଞ୍ଚଳର ଗୋପବନ୍ଧୁ…