ବାଇକ ରାକେଟ ଠାବ, ୭ ଗିରଫ, ୫ ବାଇକ ଜବତ
ଝାରସୁଗୁଡ଼ା : ଝାରସୁଗୁଡ଼ା ପୋଲିସର ବଡ ସଫଳତା । ପୋଲିସ ହାତରେ ଧରା ପଡ଼ିଲେ ବାଇକ ଲୁଟେରା ଗ୍ୟାଙ୍ଗ। ତାଙ୍କ ଠାରୁ 5 ଟି ବାଇକ ଜବତ କରିବା ସହ 7 ଜଣଙ୍କୁ କୋର୍ଟ ଚାଲାଣ କରିଛି ଝାରସୁଗୁଡ଼ା ପୋଲିସ । ଗତ ମାସରେ ଝାରସୁଗୁଡ଼ା ଜିଲ୍ଲାର ବିଭିନ୍ନ ଥାନାରେ ବାଇକ ଚୋରିର ଅଭିଯୋଗ ହୋଇଥିଲା ।…