ଏଆଇ ସମ୍ମିଟ୍ ରେ ବିଲ୍ ଗେଟସଙ୍କୁ ସାକ୍ଷାତ କଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ବର: ନୂଆଦିଲ୍ଲୀରେ ଆରମ୍ଭ ହୋଇଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଟ୍ ଅବସରରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ମାଇକ୍ରୋସଫ୍ଟ ଏବଂ ଗେଟସ ଫାଉଣ୍ଡେସନର ପ୍ରତିଷ୍ଠାତା ବିଲ୍ ଗେଟସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ଅବସରରେ ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟରେ…