ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ: ଖରା, ବର୍ଷାର ଖେଳ ଭିତରେ ରଜକୁ ଓଡିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଏହାରି ଭିତରେ ଆସନ୍ତା ୨୨ ତାରିଖ ବେଳକୁ ରହିଛି ଲଘୁଚାପ ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରାରମ୍ଭରେ ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି ।
କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି…
Read More...