ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଯୁବକ ମେଡିକାଲରେ ଭର୍ତ୍ତି
ସୁବର୍ଣ୍ଣପୁର : ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ ଅଭାବନୀୟ ଘଟଣା ଘଟିଛି। ଗୁରୁତର ଯୁବକ ହେଲେ ବେରିହାପଡାର ଜୟ ବାଗ । ତାଙ୍କ ଗୋଡ଼, ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ତାଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି । ପୂର୍ବ…