Browsing Tag

biraj das

ଭିନ୍ନ ଭିନ୍ନ ଚରିତ୍ରରେ ନିଖୁଣ ଅଭିନୟ କରି ବେଶ୍ ଲୋକପ୍ରିୟତା ସାଉଁଟିଥିଲେ ବିରାଜ ଦାସ

ଭୁବନେଶ୍ବର(କେନ୍ୟୁଜ୍‌): ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ । ଗତକାଲି ୬୩ ବର୍ଷ ବୟସରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନ ଧରି କର୍କଟରେ ଆକ୍ରାନ୍ତ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ବିରାଜଙ୍କ ପରଲୋକ ନେଇ ସାନ ପୁଅ…