Browsing Tag

bird count at bhitarkanika

ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଚାଲିବ

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ…

୧୮ରୁ ଭିତରକନିକାରେ ପକ୍ଷୀ ଗଣନା, ଚଳିତବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶା

ରାଜନଗର: ୧୮ରୁ ଭିତରକନିକାରେ ପକ୍ଷୀ ଗଣନା । ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ । ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮…

ଆଜିଠୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ, ୧୩ ପର୍ଯ୍ୟନ୍ତ ଚାଲିବ ଗଣନା କାର୍ଯ୍ୟ

ରାଜନଗର : ଆଜଠୁ ଭିତରକନିକା ଜାତୀୟ ଉଦ୍ୟାନରେ ପକ୍ଷୀ ଗଣନା । ପ୍ରତିବର୍ଷ ପରି ଚଳିତ ବର୍ଷ ଦେଶୀୟ ପକ୍ଷୀ ଗଣନା ଆରମ୍ଭ ହୋଇଛି । ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣନା କାର୍ଯ୍ୟ । ସକାଳ ୬ଟାରୁ ୯ ଟା ଯାଏ ଗଣନା କରିବେ ୪ଟି ଟିମ୍ । ପ୍ରତି ଟିମରେ ୫ ଜଣ ଲେଖାଏଁ ବନ କର୍ମଚାରୀ ନିୟୋଜିତ…

ଆଜିଠୁ ଆରମ୍ଭ ହେଲା ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା

ରାଜନଗର (କେନ୍ୟୁଜ): ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ। ଆଜିଠାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ସକାଳ ୬ଟା ରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ପକ୍ଷୀଗଣନା । ଏଥିପାଇଁ ୪ଟି ଟିମ୍ ଗଠନ କରାଯାଇଥିବା ବେଳେ ପ୍ରତି ଟିମ୍ ରେ ୪ରୁ ଊର୍ଦ୍ଧ୍ବ ବନକର୍ମଚାରୀ…

ଭିତରକନିକା ଜାତୀୟ ଉଦ୍ୟାନରେ ଶେଷ ହୋଇଛି ଦେଶୀୟ ପକ୍ଷୀ ଗଣନା, ଚଳିତ ବର୍ଷ ଆସିଛନ୍ତି ଅଧିକ ପକ୍ଷୀ

ରାଜନଗର (କେନ୍ୟୁଜ):  ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଶେଷ ହୋଇଛି ଦେଶୀୟ ପକ୍ଷୀ ଗଣନା। ଚଳିତ ବର୍ଷ ୧ ଲକ୍ଷ ୧୬ ହଜାର ୭୦ଟି ପକ୍ଷୀ ଗଣନା କରାଯାଇଛି । ଗତବର୍ଷ ୧ ଲକ୍ଷ ୮ ହଜାର ୬୩୯ ଟି ପକ୍ଷୀ ଗଣନା କରାଯାଇଥିଲା। ଗତବର୍ଷ ତୁଳନାରେ ଚଳିତବର୍ଷ ୭ ହଜାର ୪୩୧ ଟି ପକ୍ଷୀ ଅଧିକ…