Below header
Browsing Tag

biscuit warehouse

ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଚକୋଲେଟ

କନ୍ଧମାଳ (କେନ୍ୟୁଜ): ବିସ୍କୁଟ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଜଳିଗଲା ଚକୋଲେଟ, ବିସ୍କୁଟ। ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟ୍ଟଖଣ୍ଡା ସାହିରେ। ନିଆଁ ଲାଗି ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଚକୋଲେଟ ଓ ବିସ୍କୁଟ ପୋଡି ନଷ୍ଟ ହୋଇଯାଇଛି। ସୂଚନା…