ଗିରଫ ହେବେ କି ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀ ? ଆଗୁଆ ଜାମିନ ଆବେଦନ ଖାରଜ ହେବା ପରେ ବଢ଼ିଲା ଆଶଙ୍କା
ଭୁବନେଶ୍ୱର : ଗିରଫ ହେବେ କି ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀ ? ବିଷ୍ଣୁପଦଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହେବା ପରେ ବଢ଼ିଛି ଗିରଫଦାରୀ ସମ୍ଭାବନା । ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବାକୁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ । …