ଖରାଦିନେ କଲରା ଖାଉଛନ୍ତି କି ? ତେବେ ଜାଣନ୍ତୁ ଏହା ଶରୀରକୁ କେତେ ଫାଇଦା ଓ କ୍ଷତି ପହଞ୍ଚାଇଥାଏ
କଲରା ଏକ ସ୍ୱାସ୍ଥ୍ୟ ଉପଯୋଗୀ ପରିବା । ଏହାର ସ୍ୱାଦ ପିତା ହୋଇଥିବା କାରଣରୁ ଏହାକୁ ବହୁ ଲୋକେ ଖାଇବାକୁ ପସନ୍ଦ କରିନଥାଆନ୍ତି । ହେଲେ ପାଟିକୁ ସୁସ୍ୱାଦୁ ନଲାଗିଲେ ମଧ୍ୟ କଲରାର ବହୁ ଔଷଧୀୟ ଗୁଣ ରହିଛି । ଏହା ଆମ ଶରୀରକୁ ଅନେକ ରୋଗରୁ ମୁକ୍ତି ଦେଇଥାଏ । ଗ୍ରୀଷ୍ମ ଋତୁରେ ଲୋକମାନେ…