ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ, ଭୁବନେଶ୍ୱର ଏମ୍ସରେ ଥିଲେ ଚିକିତ୍ସାଧୀନ
ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । କ୍ୟାନ୍ସରରେ ପୀଡ଼ିତ ଥାଇ ସେ ଏମ୍ସରେ ଚିକିତ୍ସିତ ହେଉଥିଲେ । ବିତ୍ତିହୋତ୍ର ହେଉଛନ୍ତି ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ।
ଗତକାଲି…