ମଦ୍ୟପ ସ୍ୱାମୀର ଉନ୍ମତକାଣ୍ଡ, ଟାଙ୍ଗିଆ ଚୋଟରେ ସ୍ତ୍ରୀ ଓ ନାବାଳିକାର ଗୁରୁତର
ରାୟଗଡା (କେନ୍ୟୁଜ): ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଭାଟିପଡ଼ା ଗାଁରେ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହର କରୁଣ ପରିଣତି । ମଦ୍ୟପ ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଓ ନାବାଳିକା ଗୁରୁତର । ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ ।
ସୂଚନା ଅନୁସାରେ ପାରିବାରିକ କଳହକୁ ନେଇ ଭାଟିପଡ଼ା ଗାଁର ଚିନା କାଡ୍ରାକା ପ୍ରଚୁର ମଦ୍ୟ ପାନ କରି ନିଜ ସ୍ତ୍ରୀ କୁମାରୀ କାଡ୍ରାକା ଓ ନାବାଳିକା ଝିଅକୁ…
Read More...