ବିଜେଡିରୁ ନିଲମ୍ବିତ ହେଲେ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ, ଦଳବିରୋଧ କାର୍ଯ୍ୟ ପାଇଁ ନିଲମ୍ବିତ
ବ୍ରହ୍ମଗିରି : ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ବିଜେଡି ମୁଖ୍ୟାଳୟ ଉପସଭାପତି…