ନୂଆପଡ଼ା ଉପ ନିର୍ବାଚନ, ମନୋଜ ମିଶ୍ର ହେବେ ବିଜେଡି ପ୍ରାର୍ଥୀ !
ଭୁବନେଶ୍ୱର : ନୂଆପଡ଼ା ଉପ ନିର୍ବାଚନ ପାଇଁ ବିଜେଡିରୁ କିଏ ହେବେ ପ୍ରାର୍ଥୀ । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ଜଣାପଡିଛି । ମନୋଜ ମିଶ୍ର ପ୍ରାର୍ଥୀ ହେବା ନେଇ କଳ୍ପନାଜଳ୍ପନା ଲାଗି ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ବିଜେଡି କୌଣସି ନିଷ୍ପତ୍ତି ନେଇନାହିଁ । ସମସ୍ତ…