Browsing Tag

bjd membership

ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ, ଶଙ୍ଖଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଶଙ୍ଖ ଭବନରେ ଏହାର ଶୁଭାରମ୍ଭ କରିବେ  । ଏହା ସହ ଜିଲ୍ଲା ସଦର ମହକୁମାରେ ସଭ୍ଯ ସଂଗ୍ରହ କାର୍ଯ୍ୟକ୍ରମ ଆରମ୍ଭ ହେବ । ଫୋକସରେ ରହିବେ ଛାତ୍ର ଓ ମହିଳା । ଉଭୟ ଅନ ଲାଇନ ଓ ଅଫ ଲାଇନ୍ ରେ ସଭ୍ଯ…