ବିଜେଡି ସାଂସଦଙ୍କୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗୁରୁମନ୍ତ୍ର, ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ…
କେନ୍ୟୁଜ୍(ବ୍ୟୁରୋ): ବିଜେଡି ସାଂସଦଙ୍କୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗୁରୁମନ୍ତ୍ର । ଆଜି ଭର୍ଚୁଆଲରେ ବିଜେଡି ସାଂସଦଙ୍କୁ ସମ୍ବୋଧିତ କରିଛନ୍ତି ନବୀନ ପଟ୍ଟନାୟକ । ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କୁ ପୂର୍ଣ୍ଣ ସମର୍ଥନ କରିବାକୁ କହିଛନ୍ତି । ୧୮ ତାରିଖରେ ରାଷ୍ଟ୍ରପତି…