ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ତେଜିଲା ପ୍ରତିବାଦ, ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ରାତିରୁ ଧାରଣା
ଭୁବନେଶ୍ବର : ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ତେଜିଲା ପ୍ରତିବାଦ । ରାଜରାସ୍ତାକୁ ଓହ୍ଲାଇଛନ୍ତି ବିଜେଡି ନେତା । ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି । ଭୁବନେଶ୍ବର ଡିଜି କ୍ୟାମ୍ପ ଅଫିସ ଆଗରେ ଧାରଣା ଜାରି ରହିଛି ।…