ଆସନ୍ତା କାଲି ସକାଳ ୬ ରୁ ସନ୍ଧ୍ୟା ୬ ଯାଏଁ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ
ଭୁବନେଶ୍ୱର : ଆସନ୍ତା କାଲି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ । ଏହି ସୂଚନା ଦେଇଛନ୍ତି ଅଲ୍ ଓଡିଶା ପେଟ୍ରୋଲ ଡିଲର ଆସୋସିଏସନ୍ ସଭାପତି ଶଶାଙ୍କ ଶେଖର ସାହୁ। ସୁରକ୍ଷା ଦୃଷ୍ଟି ରୁ ସକାଳ ୬ ରୁ ସନ୍ଧ୍ୟା ୬ ଯାଏଁ ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ।
ଆସୋସିଏସନ ନୀତିଗତ ଭାବରେ…